Browsing Category

ଓଡ଼ିଶା

ସୁନା ସଫା ନାଁରେ କରୁଥିଲେ ଲୁଟ, ୯ ଜଣଙ୍କୁ ବନ୍ଧିଲା ପୋଲିସ

ସୁନା ଅଳଙ୍କାର ସଫା କରିଦେବାର ଲୋଭ ଦେଖାଉଥିଲେ। ଏହାପରେ ମଉକା ଦେଖି କରୁଥିଲେ ହାତସଫେଇ। ତ୩ ବର୍ଷ ହେଲା ଏମିତି ଅନେକ ଲୋକଙ୍କୁ ଲଗାଇଥିଲେ ଚୂନା। ସୁନା ସଫା କରିଦେବା ନାଁରେ ଆଖି ଆଗରୁ ସୁନା ନେଇ ଫେରାର ହୋଇ…
Read More...

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ…
Read More...

କାଲିଠୁ ସାରା ଭାରତରେ ଲାଗୁ ହେବ ଆୟୁଷ୍ମାନ ଭାରତ ୭୦+

ଆସନ୍ତାକାଲିଠାରୁ ସାରା ଭାରତରେ ଲାଗୁ ହେବ ଆୟୁଷ୍ମାନ ଭାରତ ୭୦+ । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିବେ । ଯୋଜନା ସଂପର୍କରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।…
Read More...

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି…
Read More...

ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା

ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ ଥିବାରୁ ଲୁଟେରାମାନଙ୍କୁ ପୋଲିସ ସହଜରେ ଚିହ୍ନଟ କରିପାରୁ…
Read More...

ଭୀଷଣ ରୂପ ଧାରଣ କରି ସମୁଦ୍ରରୁ ସ୍ଥଳଭାଗ ମୁହାଁ ହୋଇଛି ସାମୁଦ୍ରିକ ଝଡ଼

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ଭୀଷଣ ରୂପ ଧାରଣ କରି ସମୁଦ୍ରରୁ ସ୍ଥଳଭାଗ ମୁହାଁ ହୋଇଛି ସାମୁଦ୍ରିକ ଝଡ଼। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ତାହା ଲ୍ୟାଣ୍ଡଫଲ୍‌ କରିବ ।…
Read More...

ପାରାଦୀପରେ ସର୍ବାଧିକ ବର୍ଷା: ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା

ଅତି ଭୟଙ୍କର ଭାବେ ମାଡି ଆସୁଛି ବାତ୍ୟା। ଦାନା ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ପାରାଦୀପରେ ସର୍ବାଧିକ ୬୨.୯ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିପରି ଚାନ୍ଦବାଲିରେ ୪୬.୨, କୁଜଙ୍ଗ ଓ…
Read More...

ସମ୍ଭାବ୍ୟ ବାତ୍ୟା ‘ଦାନା’; ଉତ୍ତର ଓଡିଶାରେ ରହିବ ବେଶୀ ପ୍ରଭାବ – ଆଇଏମ୍‌ଡି ଡିଜି

ଉତ୍ତର ଓଡିଶାରେ ରହିବ ସମ୍ଭାବ୍ୟ ବାତ୍ୟା ‘ଦାନା’ର ବେଶୀ ପ୍ରଭାବ । ଏନେଇ ମଙ୍ଗଳବାର ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଆଇଏମ୍‌ଡି ଡିଜି କହିଛନ୍ତି, ଅବପାତଟି ଆଜି…
Read More...

ପଇସା ପଛେ ଯାଉ ଆଳୁ ଘରେ ଥାଉ

ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ବାତ୍ୟା ପୂର୍ବରୁ ପରିବା ମାର୍କେଟରେ ଆଳୁ, ପିଆଜ ସମେତ ବିଭିନ୍ନ…
Read More...

ସତ ହେଉଛି ପଞ୍ଜିକା ଗଣନା! ଭାଇରାଲ ହେଉଛି ଖଡିରତ୍ନ ପଞ୍ଜିକାର ପୃଷ୍ଠା

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ…
Read More...