Browsing Category

ଓଡ଼ିଶା

ଯାଞ୍ଚ ହେଲା ରାହୁଲ ଗାନ୍ଧୀଙ୍କ ହେଲିକପ୍ଟର

ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ନିଜ ନିଜ ଷ୍ଟାଇଲ୍‌ରେ ପ୍ରଚାରରେ ଲାଗି ପଡିଛନ୍ତି ସମସ୍ତ ଦଳର ନେତା। ଏହି କ୍ରମରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ମଧ୍ୟ ଜୋରସୋର୍‌ରେ ପ୍ରଚାର କରୁଛନ୍ତି। ତେବେ ସୋମାବାର ହଠାତ୍‌…
Read More...

୭୬ ବର୍ଷରେ ପାଦ ଥାପିଛି ରାଜଧାନୀ

ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ। ୭୬ ବର୍ଷରେ ପାଦ ଥାପିଛି ରାଜଧାନୀ। ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଏ ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ। ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ…
Read More...

ଆଇନର ଆଶ୍ରୟ ନେବେ ଅରବିନ୍ଦ ଢାଳି

ବିଧାୟକ ପଦ ରଦ୍ଦ ଘଟଣାରେ ଆଇନ ଆଶ୍ରୟ ନେବେ ପୂର୍ବତନ ବିଜେଡି ବିଧାୟକ ତଥା ବର୍ତ୍ତମାନର ଜୟଦେବ ବିଧାନସଭା ଆସନର ବିଜେପି ପ୍ରାର୍ଥୀ ଅରବିନ୍ଦ ଢ଼ାଲି। ଭୁବନେଶ୍ୱରରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ଏଭଳି କହିଛନ୍ତି…
Read More...

ନବୀନ ନିବାସରେ ଜମିଲା ଓଡ଼ିଆ କଳାକାରଙ୍କ ଭିଡ଼, ଜାଣନ୍ତୁ କାରଣ

ନବୀନ ନିବାସରେ ଜମିଲା ଓଡ଼ିଆ କଳାକାରଙ୍କ ଭିଡ଼। ଶୁକ୍ରବାର ସକାଳୁ ସକାଳୁ ଅନେକ ସିନେ ଅଭିନେତା ଏବଂ ଗୀତିକାରମାନଙ୍କୁ ନବୀନ ନିବାସକୁ ନିମନ୍ତ୍ରଣ କରାଯାଇଥିଲା। ଅଭିନେତା ସ୍ୱରାଜ ବାରିକ, ଅମ୍ଲାନ ଦାସ, ସମ୍ବିତ,…
Read More...

ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୭୯ ବର୍ଷ ହୋଇଥିଲା। ଗତକାଲି ରାତି ୧୨ଟା ୧୫ ମିନିଟରେ…
Read More...

ବିଜେଡିରେ ଯୋଗଦେଲେ ବିଜେଡିର ପୂର୍ବତନ ବିଧାୟକ କୈଳାସ କୁଲେସିକା

ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ ଚନ୍ଦ୍ର କୁଲେସିକା। ଗତକାଲି ରାତିରେ ସେ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ରାଜ୍ୟ…
Read More...

ଥାନାର ଦ୍ୱାସ୍ଥ ହେଲେ ବୁଦ୍ଧାଦିତ୍ୟ

କଟକ: ଓଲିଉଡର ଆଉ ଏକ ଚର୍ଚ୍ଚିତ କଳି ଥାନାରେ ପହଞ୍ଚିଛି। ଓଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଓ ପ୍ରଯୋଜକ ପ୍ରୀତମ ସାହୁ ଗଲା ୬ ମାସ ହେବ ସୋସିଆଲ୍ ମିଡିଆରେ ମୁହାଁମୁହିଁ ହେଉଥିବା ବେଳେ ମାମଲା ଆଜି ବିଡାନାସୀ…
Read More...

ଆଜି ପ୍ରବଳ ବର୍ଷିବ

ଟ୍ବିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ…
Read More...

ଆଜି ବିଜେପି କରିବ ପ୍ରାର୍ଥୀ ତାଲିକା ଘୋଷଣା

ଆଜି ସଂଧ୍ୟା ସୁଦ୍ଧା ଘୋଷଣା ହୋଇପାରେ ଭାଜପାର ପ୍ରାର୍ଥୀ ତାଲିକା ! ବାକି ଥିବା ୩୫ଟି ବିଧାନସଭା ସିଟରୁ ଆଜି ପ୍ରାୟ ୨୦ ସିଟରେ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ୨୦ ତାରିଖ ପୂର୍ବରୁ ଅନ୍ୟ ସିଟରେ ପ୍ରାର୍ଥୀ ଘୋଷଣା ହେବ…
Read More...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ଗୁପ୍ତ ନୀତି ପାଇଁ ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଭକ୍ତମାନେ ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ।…
Read More...