Browsing Category

ଓଡ଼ିଶା

ଆଜି ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଏବ ସିଂହ ସୈନି, ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ମୋଦି

ଆଜିଠୁ ହରିୟାଣାରେ ଆରମ୍ଭ ହେବାକୁ ଯାଉଛି ବିଜେପିର ତୃତୀୟ ପାଳି। ମୁଖ୍ୟମନ୍ତ୍ରୀ ଭାବେ ଆଜି ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଏବ ସିଂହ ସୈନି। ପଞ୍ଚକୁଳାସ୍ଥିତ ସେକ୍ଟର ୫ ପରେଡ୍ ଗ୍ରାଉଣ୍ଡରେ ଶପଥ…
Read More...

୧୮ରୁ ୨ ଦ୍ୱାରରେ ଶ୍ରୀମନ୍ଦିର ପ୍ରବେଶ

କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୧୮ ତାରିଖରୁ ଦୁଇଟି ଦ୍ୱାର ଅର୍ଥାତ୍‌ ସିଂହଦ୍ୱାର ଓ ପଶ୍ଚିମଦ୍ବାର ଦେଇ ଭକ୍ତମାନେ ପ୍ରବେଶ…
Read More...

ଦିଲ୍ଲୀ ବଳାତ୍କାର ଘଟଣାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଓ ସୁସ୍ଥତା,…
Read More...

୩ କଂଗ୍ରେସ ନେତାଙ୍କ ନାଁରେ ମାମଲା

୨୦୨୪ ନିର୍ବାଚନ ବେଳେ ପ୍ରଚାର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସକୁ ଏଲ୍‌ଇଡି ଟିଭି ଓ ଗାଡ଼ି ଯୋଗାଇ ଜଣେ ବ୍ୟବସାୟୀ ୧.୪୨ କୋଟି ଟଙ୍କା ଠକେଇର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୫ଙ୍କ…
Read More...

୨୩ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ତାରିଖରେ ୩ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୟୂରଭଞ୍ଜରେ ନିଜ ଗାଁ ସ୍ଥିତ ଘରକୁ ଯାଇ ସେଠାରେ ଗ୍ରାମବାସୀଙ୍କ ସହ ଆଲୋଚନା କରିବେ ଓ ରାତ୍ରିଯାପନ କରିବା…
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମୁମ୍ବାଇ ଗସ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୪ ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିୟାଣା ଅଭିମୁଖେ ଗସ୍ତକରି ୧୭ ତାରିଖ ଦିନ ଚଣ୍ଡିଗଡ଼ଠାରେ ନବଗଠିତ ସରକାରଙ୍କ ଶପଥ ଗ୍ରହଣ…
Read More...

ବଙ୍ଗୋପସାଗରରେ ଲଘୁଚାପ: ଘଡ଼ଘଡ଼ି ସହ ହେବ ବର୍ଷା

ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ମଙ୍ଗଳବାର ଓଡ଼ିଶାରୁ ସମ୍ପୂର୍ଣ୍ଣ ହୋଇଛି। ଏହି…
Read More...

ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍‌ଫେଡ ଘିଅ

ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍‌ଫେଡ୍‌କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର…
Read More...

ବାଇକକୁ ଧକ୍କା ଦେଇ ଜଳିଗଲା ବସ୍

ବାଇକକୁ ଧକ୍କା ଦେଇ ଜଳିଗଲା ବସ୍। ଯାଜପୁର ଜିଲ୍ଲା ଏନ୍ଏଚ୍ ୧୬ ଛତିଆ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତଦ୍ୱୟଙ୍କୁ…
Read More...

ମା’ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି

ଆଜି ମେଲାଣି ନେବେ ଜଗତ ଜନନୀ ମା' ଦୁର୍ଗା। ଧରାପୃଷ୍ଠରୁ ଲୀଳାଖେଳା ଛାଡ଼ି ବାହୁଡିବେ ମା’। ମା’ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବର୍ଷ ମାନଙ୍କ ଭଳି ଚଳିତବର୍ଷ ମଧ୍ୟ…
Read More...