Browsing Category

ଓଡ଼ିଶା

ନବୀନ ନିବାସରେ ଅନନ୍ତ ନାରାୟଣ ଜେନା

ଭୁବନେଶ୍ୱର: ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସରେ ମଧ୍ୟ ଭୁବନେଶ୍ୱର ବିଧାନସଭା ଆସନକୁ ନେଇ ବିବାଦ ଦେଖା ଦେଇଛି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇ ନ ଥିବା ବେଳେ ଭୁବନେଶ୍ୱର…
Read More...

ଚନ୍ଦ୍ର ଶେଖର ସାହୁଙ୍କ ବିଜେଡି ଦେଲା ବଡ ଦାୟିତ୍ଵ

ନିର୍ବାଚନ ପୂର୍ବରୁ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ଏକ ବଡ଼ ଦାୟିତ୍ୱ ଦେଇଛି ବିଜେଡି। ତାଙ୍କୁ ରାଜ୍ୟ ବିଜେଡି ଉପସଭାପତି କରାଯିବା ସହ ଦଳର ମାନିଫେଷ୍ଟୋ କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ୨୦୧୯…
Read More...

ଆଜି ବିଜେଡିରେ ମିଶିବେ ପ୍ରକାଶ ବେହେରା

କଟକ,: ଆଜି ବିଜେଡିରେ ମିଶିବେ ପ୍ରକାଶ ବେହେରା । ସାଲେପୁରର ପୂର୍ବତନ ବିଧାୟକ ତଥା କଟକ ଜିଲା ଭାଜପାର ପୂର୍ବତନ ସଭାପତି । ବୁଧବାର ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ବିଜେଡିର ଯୋଗ ଦେବା ସୂଚନା ରହିଛି । ସେପଟେ…
Read More...

ଶିଶିର ଲଢ଼ିବେ ନବୀନଙ୍କ ସହ

୨୦୨୪ ନିର୍ବାଚନ ପାଇଁ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପ୍ରଥମ ପର୍ଯ୍ୟାୟରେ ୧୧୨ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଯେଉଁମାନଙ୍କ ମଧ୍ୟରେ ୧୭ ଜଣ ବିଧାୟକଙ୍କୁ ପୁଣି ଭରସା କରିଛି ଦଳ ।…
Read More...

ଏହି ଆସନରୁ ଲଢ଼ିବେ ବିଜେପି ରାଜ୍ୟ ସଭାପତି

୨୦୨୪ ବିଧାନସଭା ନିର୍ବାଚନ ପାଇଁ ଭାଜପା ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଅବଶିଷ୍ଟ ୩୫ ଆସନରେ ଭାଜପା ପ୍ରାର୍ଥୀ ଘୋଷଣା କରିନାହିଁ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଦଳ ଏଥର ପୁଣି…
Read More...

ସିଦ୍ଧାନ୍ତ ଓ ଆକାଶକୁ ମିଳିଲା ଟିକେଟ

ନିକଟରେ ବିଜେଡି ଛାଡ଼ି ବିଜେପିରେ ମିଶିଥିବା ବ୍ରହ୍ମପୁରର ପୂର୍ବତନ ସାଂସଦ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର ଲଢ଼ିବେ ବିଧାନସଭା ନିର୍ବାଚନ। ତାଙ୍କୁ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ବିଧାନସଭା ଆସନରୁ ଟିକେଟ ଦେଇଛି…
Read More...

ପ୍ରକାଶ ପାଇଲା ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ

୨୦୨୪ ବିଧାନସଭା ନିର୍ବାଚନ ପାଇଁ ବିଜେପି ଆଜି ପ୍ରାର୍ଥୀ ଘୋଷଣା କରିଛି। ଦଳ ପ୍ରଥମ ପର୍ଯ୍ୟାୟରେ ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଚାନ୍ଦବାଲିରୁ ଲଢ଼ିବେ। ବିରୋଧୀ ଦଳ…
Read More...

ଶଙ୍ଖ ଭବନରେ ଉତ୍କଳ ଦିବସ ପାଳନ

ଭୁବନେଶ୍ବର: ଶଙ୍ଖ ଭବନରେ ପାଳନ ହେଲା ଉତ୍କଳ ଦିବସ। ଏହି ଅବସରରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଅନେକ ବିଧାୟକ ଓ କର୍ମୀ ଉପସ୍ଥିତ ଥିଲେ। ସ୍ୱତନ୍ତ୍ର ଓଡ଼ିଶା ଗଠନରେ ଯୋଗଦାନ ଥିବା ବରପୁତ୍ର…
Read More...

ଆଜି ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ପବିତ୍ର ଚୈତ୍ରମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଖସାପଡା ନୀତି। ଦ୍ୱିତୀୟ ଭୋଗ ମଣ୍ଡପରେ ଭୋଗ ଲାଗି ପରେ ଏହି ନୀତି ସଂପନ୍ନ କରାଯିବ। ୪ ଘଣ୍ଟା ପାଇଁ…
Read More...

ବିଜେଡିରେ ଯୋଗଦେଲେ ଚିରଞ୍ଜିବୀ ବିଶ୍ବାଳ

ବିଜେଡିରେ ଯୋଗ ଦେଲେ କଂଗ୍ରେସର ପୂର୍ବତନ ବିଧାୟକ ଚିରଞ୍ଜିବୀ ବିଶ୍ୱାଳ । ହଜାର ହଜାର ସମର୍ଥକଙ୍କ ଗହଣରେ ଆସି ବିଜେଡିରେ ଯୋଗ ଦେଇଛନ୍ତି ଚିରଞ୍ଜିବୀ । ୨ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ…
Read More...