Browsing Category

ଓଡ଼ିଶା

୨୩ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ତାରିଖରେ ୩ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୟୂରଭଞ୍ଜରେ ନିଜ ଗାଁ ସ୍ଥିତ ଘରକୁ ଯାଇ ସେଠାରେ ଗ୍ରାମବାସୀଙ୍କ ସହ ଆଲୋଚନା କରିବେ ଓ ରାତ୍ରିଯାପନ କରିବା…
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମୁମ୍ବାଇ ଗସ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୪ ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିୟାଣା ଅଭିମୁଖେ ଗସ୍ତକରି ୧୭ ତାରିଖ ଦିନ ଚଣ୍ଡିଗଡ଼ଠାରେ ନବଗଠିତ ସରକାରଙ୍କ ଶପଥ ଗ୍ରହଣ…
Read More...

ବଙ୍ଗୋପସାଗରରେ ଲଘୁଚାପ: ଘଡ଼ଘଡ଼ି ସହ ହେବ ବର୍ଷା

ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ମଙ୍ଗଳବାର ଓଡ଼ିଶାରୁ ସମ୍ପୂର୍ଣ୍ଣ ହୋଇଛି। ଏହି…
Read More...

ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍‌ଫେଡ ଘିଅ

ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍‌ଫେଡ୍‌କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର…
Read More...

ବାଇକକୁ ଧକ୍କା ଦେଇ ଜଳିଗଲା ବସ୍

ବାଇକକୁ ଧକ୍କା ଦେଇ ଜଳିଗଲା ବସ୍। ଯାଜପୁର ଜିଲ୍ଲା ଏନ୍ଏଚ୍ ୧୬ ଛତିଆ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତଦ୍ୱୟଙ୍କୁ…
Read More...

ମା’ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି

ଆଜି ମେଲାଣି ନେବେ ଜଗତ ଜନନୀ ମା' ଦୁର୍ଗା। ଧରାପୃଷ୍ଠରୁ ଲୀଳାଖେଳା ଛାଡ଼ି ବାହୁଡିବେ ମା’। ମା’ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବର୍ଷ ମାନଙ୍କ ଭଳି ଚଳିତବର୍ଷ ମଧ୍ୟ…
Read More...

ନବମୀରେ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ

ପୂଜା ପାଇଁ କଟକ ସହର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ମଣ୍ଡପରେ ଗୁରୁବାର ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହେବ। ତେବେ ଦୁର୍ଗାପୂଜାରେ ୩ ପ୍ରମୁଖ ଦଳର ନେତୃବୃନ୍ଦ ପୂଜା ମଣ୍ଡପ ବୁଲି ମା’ଙ୍କୁ ଦର୍ଶନ…
Read More...

ଓଡ଼ିଶାରେ ମାଗଣା ଚାଉଳ ଅବଧି ବୃଦ୍ଧି ହେବ କି ନାହିଁ, ମନ୍ତ୍ରୀ ଦେଲେ ବଡ଼ ସୂଚନା

କେନ୍ଦ୍ର ପରେ ରାଜ୍ୟ ବଢ଼ାଇବ ଗରିବଙ୍କୁ ମାଗଣା ଚାଉଳ ଅବଧି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ମାଗଣା ଚାଉଳ ଅବଧି ବୃଦ୍ଧି ହେବ। ରାଜ୍ୟର ନିଜସ୍ବ ଯୋଜନାରେ…
Read More...

ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇଛି। ମଙ୍ଗଳବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ନୟାଗଡରେ ୧୫.୨ମି.ମି.ବର୍ଷା ରେକର୍ଡ ହୋଇଥିବା ବେଳେ ଢେଙ୍କାନାଳ, ଦାରିଙ୍ଗବାଡି, ଫୁଲବାଣୀ, କୋରାପୁଟ,…
Read More...

ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ; ପ୍ରଥମ ସଦସ୍ୟ ହେଲେ ନବୀନ

ଆଜିଠୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଭୁବନେଶ୍ୱର ଶଙ୍ଖଭବନରେ ଶୁଭାରମ୍ଭ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ। ଦଳରେ ପ୍ରଥମ ସଦସ୍ୟଭାବେ ଦସ୍ତଖତ କରି ଏକାମ୍ର ଭୁବନେଶ୍ୱରରୁ ସଦସ୍ୟତା ଗ୍ରହଣ…
Read More...