Browsing Category

ଓଡ଼ିଶା

ଓଡ଼ିଶା ଆସିବେ ମୋଦି

ନୂଆଦିଲ୍ଲୀ: ଆସନ୍ତା ମାସ ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କର ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ କରିବେ। ତେବେ…
Read More...

ତିନି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ

ବଢୁଛି ଲକ୍ଷ୍ମୀ ଯୋଜନା କଳେବର । ଜାନୁଆରୀ ୩୧ରେ ଆଉ ତିନି ଜିଲ୍ଲାରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ଯୋଜନା । ଢେଙ୍କାନାଳରେ…
Read More...

ଓଡ଼ିଶାରୁ ୧୫ ପାଇବେ ସାହସିକତା ପୁରସ୍କାର

ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଠତା ଏବଂ ସାହସିକତା ପ୍ରଦର୍ଶନ ପାଇଁ ୧୧୩୨ ଜଣଙ୍କୁ ମିଳିବ ସମ୍ମାନ। ଆଜି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତାଲିକା ପ୍ରକାଶ କରିଛି।ଆସନ୍ତାକାଲି ୭୫ତମ ଗଣତନ୍ତ୍ର ଦିବସରେ ଏହି ସମ୍ମାନ ପ୍ରଦାନ…
Read More...

ଓଜେଇ ପରୀକ୍ଷା ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର:ଓଜେଇ ପରୀକ୍ଷା ପାଇଁ ତାରିଖ ଖୋଷଣା । OJEE 2024 ପରୀକ୍ଷା 6 ମଇରୁ 10 ମଇ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ, ଏହି ପରିପ୍ରେକ୍ଷୀରେ ମିଳିତ ପ୍ରବେଶିକା ପରୀକ୍ଷା (OJEE) 2024 ଆନୁଷ୍ଠାନିକ ଭାବରେ 24 ତମ, OJEE…
Read More...

ସୁନା ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଗୁରୁବାର ପବିତ୍ର ପୌଷ ପୂର୍ଣ୍ଣିମା । ମହାପ୍ରଭୂ ସୁନାବେଶ ବା ରାଜରାଜେଶ୍ବର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶରେ ସଜ୍ଜିତ କରାଯିବ । ଘିଅ ମିଶ୍ରିତ ୧୦୮ ଗରା…
Read More...

ପ୍ରବଳ ଥଣ୍ଡା ଥରୁଛି ରାଜ୍ୟରେ, କାଲିଯାଏ ବର୍ଷା

ଭୁବନେଶ୍ୱର : ସାରା ରାଜ୍ୟରେ ରାଜ କରୁଛି କୋହଲା ପାଗ। ଉପାନ୍ତରୁ ଉପକୂଳ ସବୁଠି ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ଦେଖିବାକୁ ମିଳିଛି । ଆସନ୍ତା କାଲି ପର୍ଯ୍ୟନ୍ତ ଏଭଳି ବର୍ଷା ଜାରି ରହିବ ବୋଲି…
Read More...

ଉଦଘାଟିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ବର :  ସତ୍ୟବାଦୀ ଠାରେ ଓଡ଼ିଆ ଭାଷାର ଏନ୍ତୁଡ଼ିଶାଳକୁ ରାଜ୍ୟ ସରକାର ଓଡ଼ିଆ ବିଶ୍ୱବିଦ୍ୟାଳୟ ରୂପରେ ଓଡ଼ିଶାବାସୀଙ୍କୁ ଭେଟିଦେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତ୍ୟବାଦୀରେ ଓଡ଼ିଆ…
Read More...

ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ

ପୁରୀ : ଆଜି ଅପରାହ୍ଣରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କୁ ଦର୍ଶନ କରି ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିର ଯିବେ ନବୀନ ।…
Read More...

ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ସିଧା ପ୍ରସାରଣ ଦେଖିଲେ ନବୀନ

ଭୁବନେଶ୍ୱର : ଅଯୋଧ୍ୟା ଦିବ୍ୟ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା । ସମାରୋହର ସିଧା ପ୍ରସାରଣ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଦିବ୍ୟ ଦୁର୍ଲ୍ଲଭ…
Read More...

ପରଲୋକରେ ବାଲେଶ୍ଵରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତି

ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଶନିବାର ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ…
Read More...