Browsing Category

ଓଡ଼ିଶା

ଆଜିଠୁ ବରଗଡ଼ ଧନୁଯାତ୍ରା

ବରଗଡ : ଆଜିଠୁ ଦୁଲୁକିବ ବରଗଡ । ଶୁଭିବ କଂସର ଅଟହାସ୍ୟ । ଆରମ୍ଭ ହେବ ୭୬ ତମ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା । ୧୧ ଦିନ ପର୍ଯ୍ୟନ୍ତ ବରଗଡରେ ଚାଲିବ ମହାରାଜା କଂସଙ୍କ ରାଜୁତି । ବରଗଡ଼ ପାଲଟି ଯିବ ମଥୁରା ନଗରୀ ,…
Read More...

ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତିରେ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର : ଆଜି ସାରା ରାଜ୍ୟରେ ଆନନ୍ଦ ଉଲ୍ଲାସର ସହ ପାଳନ ହେଉଛି ପବିତ୍ର ମକର ସଂକ୍ରାନ୍ତି। ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…
Read More...

୧୭ରୁ ରାଜ୍ୟରେ ବର୍ଷା !

ଭୁବନେଶ୍ୱର : ଆଉ ଦିନକ ପରେ ରାଜ୍ୟରେ ବଦଳିବ ପାଗ । ଆସନ୍ତା ୧୭ ତାରିଖରୁ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତାକାଲି…
Read More...

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ, ଆଜି ଧ୍ବଜା ଓ ତୋରଣ ସ୍ଥାପନ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ଚାଲିଛି ଆଦ୍ୟପୂଜା । ଗତକାଲି ଅଙ୍କୁର ପୂଜନ ସହ ମଣ୍ଡପ ସ୍ଥାପନ କରାଯାଇଥିଲା । ଆଜି ଧ୍ବଜା ଓ ତୋରଣ ସ୍ଥାପନ କରାଯିବ । ଆସନ୍ତାକାଲି ମକର…
Read More...

ପୁରୀ ଗସ୍ତରେ 5-T ଅଧ୍ୟକ୍ଷ, ବିଭିନ୍ନ କାର୍ଯ୍ୟର କଲେ ତଦାରକ

ପୁରୀ: ସକାଳୁ ସକାଳୁ ପୁରୀରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ପୁରୀରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଆଶୀର୍ବାଦ ନେବା ପରେ ପହଞ୍ଚିଥିଲେ ପରିକ୍ରମା ପ୍ରକଳ୍ପ ସ୍ଥଳରେ । ପ୍ରକଳ୍ପ…
Read More...

ମା ସମଲେଇ ମନ୍ଦିରରେ 5-T ଅଧ୍ୟକ୍ଷ

ସମ୍ବଲପୁର: ଶେଷ ପର୍ଯ୍ୟାୟରେ ସମଲେଇ ପ୍ରକଳ୍ପ କାର୍ଯ୍ୟ । ସମ୍ବଲପୁର ଗସ୍ତର ଦ୍ବିତୀୟ ଦିନରେ ଆଜି ଗ୍ରାଉଣ୍ଡ ଜିରୋରେ ସମୀକ୍ଷା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସକାଳୁ ସକାଳୁ ମା…
Read More...

ଆଜିଠୁ ନୀଳଗିରିରୁ ବାଲେଶ୍ଵର ଗଡିବ ଟ୍ରେନ

ଆଜିଠାରୁ ନୀଳଗିରିରୁ ବାଲେଶ୍ୱରକୁ ଗଡ଼ିବ ପାସେଞ୍ଜର ଟ୍ରେନ। ପୂରଣ ହେବ ନୀଳଗିରିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ। ନୀଳଗିରି ଗୋପୀନାଥପୁର ନିକଟରେ ନବ ନିର୍ମିତ ରେଳ ଷ୍ଟେସନରୁ ଗଡ଼ିବ ଟ୍ରେନ। ରେଳ ମନ୍ତ୍ରୀ ଅଶ୍ୱିନୀ…
Read More...

ପୁଣି ପଶ୍ଚିମବଙ୍ଗରେ ମନ୍ତ୍ରୀଙ୍କ ଘରେ ପଶିଲା ଇଡି

ଚାକିରି ଦୁର୍ନୀତି ମାମଲାରେ ପଶ୍ଚିମବଙ୍ଗର ଜଣେ ମନ୍ତ୍ରୀଙ୍କ ଘରେ ପଶିଲା ଇଡି। ଆଜି ସକାଳୁ ସକାଳୁ ଇଡି ତାଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି। ଏହି ମନ୍ତ୍ରୀଜଣକ ହେଉଛନ୍ତି ପଶ୍ଚିମବଙ୍ଗର ଅଗ୍ନିଶମ…
Read More...

ପୁଣି ମଣିପୁରରେ ହିଂସା , ୪ ଜଣଙ୍କୁ କଲେ ହତ୍ୟା

ପୁଣି ଅଶାନ୍ତ ହୋଇ ଉଠିଛି ମଣିପୁର। ହୋଇଛି ରକ୍ତପାତ । ଗଡ଼ିଛି ନିରୀହ ମୁଣ୍ଡ। ଆତଙ୍କବାଦୀମାନେ ୪ ନିରୀହ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଗତ ବୁଧବାରଠୁ ମଣିପୁରର ବିଷ୍ଣୁପୁର ଜିଲ୍ଲାର ଅକାସୋଇ…
Read More...

ପୁରୀ ପରିକ୍ରମା ପ୍ରକଳ୍ପ, ଆଜିଠୁ କ୍ରିୟା ଆରମ୍ଭ

ପୁରୀ: ଆଜିଠୁ ଆରମ୍ଭ ହେଉଛି ଶ୍ରୀମନ୍ଦିର ପରିକ୍ରମା ଲୋକାର୍ପଣ ପ୍ରକ୍ରିୟା । ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସାରା ରାଜ୍ୟରୁ ଆସୁଛି ଅର୍ପଣ । ଗାଁରୁ ଗାଁ ବୁଲି ଘରୁ ଘରୁ ଭକ୍ତଙ୍କ ଅର୍ଘ୍ୟ ସଂଗ୍ରହ କରୁଛି ଜଗନ୍ନାଥ ରଥ ।…
Read More...