Browsing Category

ଓଡ଼ିଶା

ମୋତେ ଗେଟ୍‌ ଆଉଟ୍‌ କହିଥିଲେ ଆଇଆଇସି’

ଲୋକସେବା ଭବନରେ ଶୁକ୍ରବାର ଦୁଇ ଦିନିଆ ଜିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଆଜିର ଏହି ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ ଘଟିଥିବା କିଛି ଦୁଃଖଦ କଥାକୁ ସର୍ବ ସମ୍ମୁଖରେ…
Read More...

ପାର୍ବଣ ଋତୁରେ ଲାଗିଛି ବଡ଼ ଝଟ୍‌କା

ଆସୁଛି ପାର୍ବଣ ଋତୁ। ଜମିବ ପୂଜା। ହେଲେ ଏହି ପାର୍ବଣ ଋତୁରେ ଲାଗିଛି ବଡ଼ ଝଟ୍‌କା। କାରଣ ଦଶହରା ଉତ୍ସବକୁ ନେଇ ଆଜି ହାଇକୋର୍ଟ ଦେଇଛନ୍ତି କଡ଼ା ନିର୍ଦ୍ଦେଶ। ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ।…
Read More...

ଭୁବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ବରରେ ପହଞ୍ଚିଛନ୍ତି ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ସଦସ୍ୟତା ଅଭିଯାନରେ ସାମିଲ ହେବେ। ଏହାପରେ ବହୁ ପଦାଧିକାରୀଙ୍କ ସହ ଆଲୋଚନା କରିବେ। ଏଥିସହ ସେ ଓଡ଼ିଶାର…
Read More...

ଦେଇନାହାନ୍ତି ଏହି ଡକ୍ୟୁମେଣ୍ଟ, ଜମା ଆସିବନି ସୁଭଦ୍ରା ଟଙ୍କା, ଜାଣି ନିଅନ୍ତୁ…

ଭୁବନେଶ୍ୱର,୨୬।୯: ଭାଜପା ସରକାରଙ୍କ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିରେ ମହିଳାଙ୍କୁ ୫ହଜାର ଟଙ୍କାର ଭାଉଚର୍‌ ଆସିଛି। ଆଗାମୀ ବର୍ଷ ମହିଳା ଦିବସରେ ଦ୍ୱିତୀୟ କିସ୍ତି ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା…
Read More...

ଭରତପୁର ଥାନାରେ ଲାଗିଲା ସିସିଟିଭି

ଭରତପୁର ଥାନାରେ ଆଜି ଲାଗିଛି ସିସିଟିଭି। କଏଦ ହେବ ଥାନା ଭିତରେ ଘଟୁଥିବା ସବୁ ଦୃଶ୍ୟ। ଲୋକମାନେ ଥାନାକୁ ଅଭିଯୋଗ ପାଇଁ ଆସିଲେ ପୁଲିସ ସେମାନଙ୍କ ଅଭିଯୋଗ ଶୁଣୁଛି କି ନାହିଁ, ଥାନାରେ ଲୋକମାନେ ନିର୍ଯାତନାର ଶିକାର…
Read More...

କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି

ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ…
Read More...

ଆଜିଠୁ ଶ୍ରୀମନ୍ଦିରରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ

ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଏହି ପରିପେକ୍ଷୀରେ ଶ୍ରୀମନ୍ଦିର…
Read More...

ଭରତପୁର ଥାନା ଘଟଣା: ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ ଆଜି କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ…
Read More...

ଭାରତକୁ ଇଲିଶି ରପ୍ତାନି କଟକଣା ହଟାଇଲା ବାଂଲାଦେଶ

ବାଂଲାଦେଶର ଅନ୍ତରୀଣ ସରକାର ଇତିମଧ୍ୟରେ ଭାରତକୁ ଇଲିଶି ରପ୍ତାନି ପ୍ରସଙ୍ଗରେ ଲାଗୁ କରିଥିବା କଟକଣାକୁ ହଟାଇ ଦେଇଥିବା ଜଣାପଡ଼ିଛି। ଇଲିଶି ବ୍ୟବସାୟୀଙ୍କ ଦାବିକୁ ସମ୍ମାନ ଜଣାଇ ବାଂଲାଦେଶ ସରକାର ଶନିବାର ଏଭଳି କଟକଣା…
Read More...

ଆସୁଛି ଆଉ ଏକ ଲଘୁଚାପ, ୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ମୌସୁମୀ ଟ୍ରପ୍‌ ଲାଇନ୍‌ ବଙ୍ଗୋପସାଗରର ଦକ୍ଷିଣପୂର୍ବ ଦିଗରେ ଅଗ୍ରସର ହେଉଛି। ସେହିପରି ଆନ୍ଧ୍ରପ୍ରଦେଶ ଉପକୂଳରୁ ଦକ୍ଷିଣ ଉପକୂଳବର୍ତ୍ତୀ ମ୍ୟାନ୍‌ମାର ମଧ୍ୟରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଦୁଇ ଘୂର୍ଣ୍ଣବଳୟ…
Read More...