Browsing Category

ଓଡ଼ିଶା

ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଆଜି ବାହୁଡ଼ାଯାତ୍ରା। ଚତୁର୍ଦ୍ଧାମୂର୍ତ୍ତିଙ୍କର ପହଣ୍ଡି ଶେଷ ହୋଇଛି। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର, ତାପରେ ମାତା ସୁଭଦ୍ରା ଓ ଶେଷରେ ମହାବାହୁଙ୍କ ପହଣ୍ଡି ଶେଷ ହୋଇଛି। ତେବେ ଦିବ୍ୟ ଟାହିଆ ସୁଶୋଭିତ ହୋଇ…
Read More...

ଏକାମ୍ର ପକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଧ୍ୟାତ୍ମିକ ପରିବେଶରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ…
Read More...

କାଲି ବାହୁଡା଼ ଯାତ୍ରା ଶ୍ରୀମନ୍ଦିର ପକ୍ଷରୁ ପ୍ରସ୍ତୁତି ଆରମ୍ଭ

ଶ୍ରୀଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଆଜି ଆଡ଼ପ ମଣ୍ଡପରେ ନବମୀ ତିଥିରେ ଶ୍ରୀଜିଉଙ୍କ ଶେଷ ଦର୍ଶନ ବା ସନ୍ଧ୍ୟା ଦର୍ଶନ। ଆଜି ହେବାକୁ ଥିବା ସନ୍ଧ୍ୟା ଦର୍ଶନକୁ ଅପରାହ୍ନ ୫ଟା ଭିତରେ…
Read More...

ଦିଗପହଣ୍ଡିରେ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ମୌଳାଭଣଜା ଛକରେ ଘଟିଥିବା ଦୁର୍ଘଟଣା ପୀଡ଼ିତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି। ସେ ମୃତକଙ୍କ ନିକଟତମ…
Read More...

୧୯ ଜିଲ୍ଲାରେ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ କିଛି ଜିଲ୍ଲାରେ ମୌସୁମୀ ବର୍ଷା ଲାଗି ରହିଛି। ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି…
Read More...

ଆଜିଠାରୁ ମିଳିବ ଆଡ଼ପ ଅଭଡ଼ା

ପୁରୀ : ଆଜି ବାହାରିବ ଆଡ଼ପ ଅବଢ଼ା। ଏହି ଆଡ଼ପ ଅବଢ଼ାକୁ ସମସ୍ତେ ଅପେକ୍ଷା କରିଛନ୍ତି। କୁହାଯାଏ ଏଇ ଆଡ଼ପ ଅବଢ଼ାରୁ କାଣିଚିଏ ପ୍ରାପ୍ତି ହେଲେ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ। ଏଥିପାଇଁ ଭକ୍ତଙ୍କ ସୁରକ୍ଷା ନିମନ୍ତେ…
Read More...

ଆଜି ଆଡ଼ପ ମଣ୍ଡପ ଯିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ଆଜି ଆଡପ ମଣ୍ଡପ ବିଜେ କରିବେ ତିନି ଠାକୁର।ସକାଳୁ ସକାଳୁ ଶରଧାବାଲିରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ଆଜି ସନ୍ଧ୍ୟା ଯାଏଁ ରଥ ଉପରେ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେବେ। ଏହାପରେ ଆରମ୍ଭ ହେବ…
Read More...

ଆଜି ଓଡିଶା ଆସିବେ ନଡ୍ଡା

ଭୁବନେଶ୍ଵର : ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ନଡ୍ଡାଙ୍କ ଦୁଇଦିନିଆ ଗସ୍ତକୁ ନେଇ ପୂରା ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା। ଆଜି ଅପରାହ୍ନରେ ଝାରସୁଗୁଡ଼ାରେ ପହଞ୍ଚିବେ ନଡ୍ଡା। ଝାରସୁଗୁଡା…
Read More...

ସୌରିନଙ୍କୁ ଗିରଫ କରିବାକୁ କୋଲକାତା ଗଲା ପୋଲିସ

ଭୁବନେଶ୍ୱର :ବଲିଉଡ୍‌ କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କ ଅଡୁଆ ବଢ଼ିଲା। ତାଙ୍କୁ ଗିରଫ କରିବା ପାଇଁ କୋଲକାତା ଗଲା କମିଶନରେଟ୍‌ ପୁଲିସ୍‌। ପ୍ରାଥମିକ ତଦନ୍ତରୁ ତାଙ୍କ ବିରୋଧରେ ପ୍ରମାଣ ମିଳିଛି। କିଛି ଦିନ ତଳେ ସୌରିନଙ୍କ…
Read More...

ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ପ୍ରଭୁ

ଭୁବନେଶ୍ୱର : ଆଜି ନବଯୌବନ ବେଶରେ ଦର୍ଶନ ଦେବେ ଶ୍ରୀଜିଉ। ଦୀର୍ଘ ୧୪ ଦିନ ଅନବସରର ଗୁପ୍ତନୀତି ଗତକାଲି ଶେଷ ହେବା ପରେ ମହାପ୍ରଭୁ ଆଜି ନବଯୌବନ ବେଶରେ ଦର୍ଶନ ଦେବେ। ସକାଳ ୮ଟାରୁ ୧ ଘଣ୍ଟା ଧରି ପରିମାଣିକ ଟିକେଟ୍…
Read More...