ପୁଣି ଲଘୁଚାପ, ଆଗକୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରେ ୭ଟି ଜିଲ୍ଲା ଯଥା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ଓ ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ହେବ ଏବଂ ଆଉ କିଛି ଜିଲ୍ଲାରେ ସ୍ପଳ୍ପ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.