ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ମହାକାଶରୁ ଭୋଟ୍ ଦେବେ ସୁନିତା, ଜାଣନ୍ତୁ କେମିତି ହେବ ସମ୍ଭବହ୍ୟାକ ହେଲା ନୟନତାରାଙ୍କ ଏକ୍ସ ଆକାଉଣ୍ଟ, ନିଜେ ସୂଚନା ଦେଲେ ଅଭିନେତ୍ରୀଜୀବଜନ୍ତୁଙ୍କ ଠାରୁ ଅଧିକ ହିଂସ୍ର ହେଉଛି ମଣିଷ: ପିଟି ପିଟି ମାରି ଦେଲେ ୧୫ ଫୁଟର ଅଜଗରପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ, ଟଳିଲେ ୨ ଆତଙ୍କବାଦୀଜୀବନ ନେଲା ଆଶ୍ରା: ଜନ୍ମଦାତ୍ରୀକୁ ଗଳା କାଟି ହତ୍ୟାବଦଳିଲା ମୋ ସ୍କୁଲ ଅଭିଯାନ ନାଁଏହି ତାରିଖରେ ରିଲିଜ ହେବ ଭଂସାଲୀଙ୍କ ଆଗାମୀ ଚଳଚ୍ଚିତ୍ର ‘ଲଭ୍ ଆଣ୍ଡ ୱାର’, ଏକାଠି ନଜର ଆସିବେ ୩ ଷ୍ଟାରଜାମ୍ମୁ-କାଶ୍ମୀର କିସ୍ତୱାର ଜିଲ୍ଲାରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ, ୨ ଯବାନ ସହିଦବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ, ୨ ଜିଲ୍ଲାରେ ପ୍ରବଳ ବର୍ଷିବସଫଳତାରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କଲା ଆଦାନୀ ଗ୍ରୁପ୍‌

ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

ଓଡିଶା

By ଓଡ଼ିଶା ସମ୍ବାଦ ବ୍ୟୁରୋ On Sep 14, 2024

 

Share

ଭୁବନେଶ୍ଵର: ବଦଳିଲା ମୋ ସ୍କୁଲ ଅଭିଯାନ ନାଁ । ମୋ ସ୍କୁଲ୍‌ ଅଭିଯାନ ନାଁ ବଦଳେଇଲା ଗଣଶିକ୍ଷା ବିଭାଗ । ୨୦୧୭ରେ ଆରମ୍ଭ ହୋଇଥିଲା ମୋ ସ୍କୁଲ୍‌ ଅଭିଯାନ । ନାଁ ବଦଳିବା ପରେ ନୂଆ ନାଁ ହେଲା ପଞ୍ଚଶଖା ଶିକ୍ଷା ସେତୁ ଯୋଜନା । ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ନୂତନ ସରକାର ଗଢିବା ପରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବ ସରକାରଙ୍କ ଅନେକ ଯୋଜନାର ନାମ ବଦଳାଇ ନୂତନ ନାମ ଘୋଷଣା କରିଥିଲେ । କାଳିଆ ଯୋଜନାର ନାମ ପରିବର୍ତ୍ତନ କରି ମୁଖ୍ୟମନ୍ତ୍ରୀ କିଷାନ ଯୋଜନା କରାଯାଇଥିବା ବେଳେ ଆମ ଓଡ଼ିଶା ଓ ନବୀନ ଓଡ଼ିଶାକୁ ବିକଶିତ ଗାଁ ଓ କିକଶିତ ଓଡ଼ିଶା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ମେକ୍ ଇନ୍ ଓଡ଼ିଶାକୁ ଉତ୍କର୍ଷ ଉତ୍କଳ ଏବଂ ମୋ ସ୍କୁଲ ଅଭିଯାନକୁ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ନାମରେ ନାମିତ କରିଥିଲେ ।

Comments are closed.