ଜୁନ୍ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଜୁନ୍ ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଖାତା ଦେଖାରେ ବିଳମ୍ବ ଓ ମାନୁଆଲ ଏଣଟ୍ରି ହେଉଥିବାରୁ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଏହାଛଡା ମେ ଶେଷ ସପ୍ତାହରେ ପରୀକ୍ଷା ଫଳ ବାହରିବ ବୋଲି ଗଣଶିକ୍ଷା ମନ୍ତ୍ରୀ ପୂର୍ବରୁ ସୂଚନା ଦେଇଥିଲେ ।

Comments are closed.