ରାଜ୍ୟରେ ୨୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ରାଜ୍ୟରେ ୧୨ ଲକ୍ଷ ୭୯ ହଜାର ୫୫୯ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୫, କଟକରୁ ୨ ଜଣ ଥିବା ବେଳେ ବାଲେଶ୍ୱର, ଜଗତ୍‌ସିଂହପୁର, ରାୟଗଡାରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୪ ଜଣ ସୁସ୍ଥ ହୋଇଛନ୍ତି।

Comments are closed.