ଘର ଭୁଶୁଡି ଜଣଙ୍କର ମୃତ୍ୟୁ
ନୂଆଦିଲ୍ଲୀ : ଦିଲ୍ଲୀର ମୁସ୍ତଫାବାଦର ବାବୁନଗରରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଘର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଖବର ପାଇ ୩ଟି ଦମକଳ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
ତେବେ ଏହି ଘଟଣାରେ ଆଉ କ’ଣ କ୍ଷୟକ୍ଷତି ଘଟିଛି ତାହା ପରେ ଆକଳନ କରାଯିବ ବୋଲି ଦମକଳ ବାହିନୀର ଜଣେ ଅଧିକାରୀ କହିଛନ୍ତି।
Comments are closed.