ନିରଞ୍ଜନଙ୍କୁ ଭେଟିଲେ ଧର୍ମେନ୍ଦ୍ର !! ଜାଣନ୍ତୁ କାହିଁକି

ନିରଞ୍ଜନଙ୍କୁ ଭେଟିଲେ ଧର୍ମେନ୍ଦ୍ର !! ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ ହୋଇ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି |ତାଙ୍କୁ ହସ୍ପିଟାଲରେ ଭେଟି ତାଙ୍କର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତେବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ୱାଭାବିକ ଥିବା ଧର୍ମେନ୍ଦ୍ର ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି | ଅପରପଟେ ସେ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି କେନ୍ଦ୍ରମନ୍ତ୍ରୀ |

Comments are closed.