ରାଜଧାନୀରେ ପ୍ରଚଣ୍ଡ ଖରା

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକରର ହୋଇପଡ଼ୁଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ଟପିଛି ପାରଦ। କେନ୍ଦୁଝରରେ ତାପମାତ୍ରା ୩୨.୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ସେହିପରି ଚାନ୍ଦବାଲି ୩୧.୬, ଭୁବନେଶ୍ୱର ୩୧.୨, ବାଲେଶ୍ୱର ୩୦.୮, ଝାରସୁଗୁଡ଼ା ଓ ସମ୍ବଲପୁର ୩୦.୬ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ଏଭଳି ସ୍ଥିତି ଆହୁରି ୨ ରୁ ୩ ଦିନ ଲାଗି ରହିବ। ସମ୍ଭାବ୍ୟ ସ୍ଥିତିକୁ ଦେଖି ୬ ତାରିଖ ଯାଏଁ ୧୧ଟି ଜିଲ୍ଲାକୁ

Comments are closed.