୨୨ ଯାଏ ମିଳିବ ଆଶ୍ୱସ୍ତି

ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟରେ ତିନି ଦିନ ପର୍ଯ୍ୟନ୍ତ ରହିଛି କାଳବୈଶାଖୀ ବର୍ଷା । ଆଜି ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବଜ୍ରପାତ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

Comments are closed.