୪ ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ଆରମ୍ଭରୁ ବିଧାନସଭାରେ ହଟ୍ଟଗୋଳ। ବଜେଟ ଅଧିବେଶନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହ । ବୁଧବାର ହଟ୍ଟଗୋଳ, ହୋହଲ୍ଲା ଯୋଗୁଁ ଗୃହ ବାରମ୍ବାର ମୁଲତବୀ ହୋଇଛି । ଗୋଟିଏ ମିନିଟ ବି ଚାଲିପାରିଲାନି ପ୍ରଶ୍ନକାଳ। ଏଥିପାଇଁ ବାଚସ୍ପତି ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି । ପୂର୍ବରୁ ଗୃହ ଆରମ୍ଭରୁ ହୋହଲ୍ଲା ହେବା ଯୋଗୁଁ ଗୃହକୁ ସାଢେ ୧୧ଟା ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ ବାଚସ୍ପତି ।

Comments are closed.