ନନ୍ଦ ସାରଙ୍କ ପରଲୋକ !

ପରଲୋକରେ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ ନନ୍ଦ ସାର, ୧୦୪ ବର୍ଷ ବୟସରେ ଭୁବନେଶ୍ୱର ସମ୍ ହସ୍ପିଟାଲରେ ଦେହାନ୍ତ ନେଇ ନନ୍ଦ ସାରଙ୍କ ନାତି ଖଗେଶ୍ୱର ପୃଷ୍ଟିଙ୍କ ସୂଚନା | କରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ ନନ୍ଦ ସାର୍ | ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି |

Comments are closed.