ନୂଆ ବର୍ଷରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର : ବଦଳିଲା କ୍ୟାଲେଣ୍ଡର । ନୂଆ ଆଶା ନେଇ ଆସିଲା ନୂଆ ବର୍ଷ ୨୦୨୪ । ଇଂରାଜୀ ନବ ବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ ।

ଏହାସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟବାସୀଙ୍କ ପାଇଁ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.