ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ଆଜି ଦେଶର ବୃହତ୍ତମ ତୈଳ ମାର୍କେଟିଂ କମ୍ପାନି ଇଣ୍ଡିଆନ ଅଏଲ ତରଫରୁ ପେଟ୍ରୋଲ ୯ ପଇସା ଓ ଡିଜେଲ ୧୪ ପଇସା ବୃଦ୍ଧି କରାଯାଇଛି । ଯାହା ଫଳରେ ରଖି ଭୁବନେଶ୍ୱରରେ ପେଟ୍ରୋଲ ଦର ୭୫ ଟଙ୍କା ୧୫ ପଇସା ଓ ଡିଜେଲ ୭୨ ଟଙ୍କା ୬୬ ପଇସାରେ ପହଞ୍ଚିଛି । ପେଟ୍ରୋଲ ଓ ଡିଜେଲର ଦରର ଏତେ ମାତ୍ରାରେ ବୃଦ୍ଧି ହେଉଥିବାରୁ ସାଧାରଣ ଜନତା ଏନେଇ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Comments are closed.