ବିଜେପିରେ ସାମିଲ ହେଲେ ପ୍ରିୟଦର୍ଶୀ ମିଶ୍ର

0

ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟରେ ନେତାଙ୍କ ଦଳ ଡିଆଁ ଜୋରଦାର ଚାଲିଛି । ଆଜି ସକାଳ ପାଖାପାଖି ୧୦ଟା ୬ ମିନିଟ ସମୟରେ ଉତ୍ତର ଭୂବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ବିଜେଡି ଛାଡିଥିଲେ । ମାତ୍ର ୨ ଘଣ୍ଟା ଭିତରେ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟ ଯାଇ ବିଜେପିରେ ସାମିଲ ହୋଇଛନ୍ତି ।

ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ, ସଭାପତି ଓ ବରିଷ୍ଠ ନେତାଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି ପ୍ରିୟଦର୍ଶୀ । ବିଜେଡିରେ ତାଙ୍କୁ ଉଚିତ ସମ୍ମାନ ନମିଳିବାରୁ ସେ ବାଧ୍ୟ ହୋଇ ଦଳ ଛାଡିଥିବାକହିଥିଲେ ।

 

Leave A Reply

Your email address will not be published.