ରଜନୀକାନ୍ତ ଅସୁସ୍ଥ !!

ରଜନୀକାନ୍ତ ଅସୁସ୍ଥ !! ହସ୍ପିଟାଲରେ ଭର୍ତ୍ତି ହେଲେ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ। ତାଙ୍କୁ ଚେନ୍ନାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତେବେ ରୁଟିନ୍‌ ଚେକଅପ୍‌ ପାଇଁ ତାଙ୍କୁ ହସ୍ପିଟାଲ ନିଆଯାଇଥିବା ନେଇ ଜଣାପଡିଛି। କିଛି ଦିନ ପୂର୍ବରୁ ତାଙ୍କୁ ଦାଦା ସାହେବ ଫାଲକେ ଆଓ୍ଵାର୍ଡରେ ସମ୍ମାନିତ କରାଯାଇଥିଲା। ତେବେ ସେ ରୁଟିନ ଚେକ୍‌ଅପ ପାଇଁ ହସ୍ପିଟାଲରେ ଆଡମିଟ ହୋଇଥିବା ସୂଚନା ମିଳିବାପରେ ତାଙ୍କର ଫ୍ଯାନ୍ସ ମାନେ ଦୀର୍ଘ ନିଶ୍ବାସ ନେଇଛନ୍ତି। ଗୁରୁବାର ଅପରାହ୍ନ ୪.୩୦ରେ ରଜନୀକାନ୍ତଙ୍କୁ ହସ୍ପିଟାଲ ନିଆଯାଇଥିଲା |

Comments are closed.