ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ବର : ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଦୁଷ୍କର୍ମ ଅଭିଯୋଗ। ଭୁବନେଶ୍ୱରରେ ଘଟିଛି ଏହି ସମ୍ବେଦନଶୀଳ ଘଟଣା। ଏକ ଘରୋଇ କଲେଜର NCC ଅଫିସରଙ୍କ ବିରୋଧରେ ଆସିଛି ସଙ୍ଗୀନ ଅଭିଯୋଗ ।
ଅଭିଯୋଗ ପାଇବା ପରେ ଆଭ୍ୟନ୍ତରୀଣ କମିଟି ତଦନ୍ତ ଜାରି ରଖିଛି। ତଦନ୍ତ ନିର୍ଦ୍ଦେଶ ଦେଲା ଉଚ୍ଚ ଶିକ୍ଷା ବିଭାଗ।
Comments are closed.