BREAKING NEWS : କିଷ୍ଟ କଲେଜ ପାଖରେ ମାର୍ମନ୍ତୁଦ ସଡ଼କ ଦୁର୍ଘଟଣା

ଜଟଣୀ : ଜଟଣିରୁ ୧୬ ନମ୍ବର ଜାତୀୟ ରାଜପଥ କୁ ସଂଯୋଗ କରୁଥିବା କିଷ୍ଟ କଲେଜ ପାଖରେ ମାର୍ମନ୍ତୁଦ ସଡ଼କ ଦୁର୍ଘଟଣା। ସ୍କୁଟିକୁ ଧକା ଦେଲା କାର। ଦୁର୍ଘଟଣାରେ ସ୍କୁଟି ଚାଳକ ଗୁରୁତର। ଗୁରୁତର ଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ରେ କ୍ୟପିଟାଲ ହସ୍ପିଟାଲ କୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ସ୍କୁଟି ସମ୍ପୂର୍ଣ ଭାଙ୍ଗି ଯାଇଥିବା ବେଳେ କାର ମଧ୍ୟ୍ୟ କ୍ଷ୍ୟତି ଗ୍ରସ୍ତ ହୋଇଛି। ଘଟଣା ସ୍ଥଳରେ ଇନ୍ଫୋଭ୍ୟଲି ପୋଲିସ ପହଁଚି ଦୁଇଟି ଗାଡି ଜବତ କରି ଅଧିକ ତଦନ୍ତ ଜାରି ରଖିଛି।

ରୀପୋର୍ଟ :- ସଞ୍ଜୀବ କୁମାର

Comments are closed.