ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ‘ରନ୍ ଫର୍ ୟୁନିଟି’ ମାରାଥନ କାର୍ଯ୍ୟକ୍ରମ କରାଯାଇଛି।
Comments are closed.