ଜୁଲାଇ ୧୮ରେ ହେବ ରାଷ୍ଟ୍ରପତି ନିର୍ବାଚନ
ନୂଆଦିଲ୍ଲୀ : ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ହେବ। ଜୁଲାଇ ୨୧ରେ ଭୋଟ୍ ଗଣତି ହେବ। ଜୁଲାଇ ୨୫ ତାରିଖରେ ନୁଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ। ନିର୍ବାଚନ କମିସନ ଆଜି ଏହା ଘୋଷଣା କରିଛନ୍ତି।…
Read More...
Read More...