ମହାପ୍ରଭୁଙ୍କର ହେଲା ବଡମହାସ୍ନାନ

ଆଜି ସକାଳୁ ସକାଳୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ଶ୍ରୀମନ୍ଦିରର ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳ ଆଳତୀ ପୂର୍ବରୁ ମହାପ୍ରଭୁଙ୍କର ହେଲା ମହାସ୍ନାନ ।

ସକାଳ ୫ଟା ୨୧ରେ ସିଂହଦ୍ୱାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। କାରଣ ମଙ୍ଗଳ ଆଳତୀ ସମୟରେ କେବଳ ସେବକ, ସେମାନଙ୍କ ଧର୍ମ ପତ୍ନୀ କିମ୍ବା ପରିବାର ସଦସ୍ୟ ଭିତର କାଠ ପର୍ଯ୍ୟନ୍ତ ଯାଇଥାନ୍ତି।

Comments are closed.