ଆଜି ଆସିବେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ୍‌,: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ଗୁରୁବାର ନୂଆଦିଲ୍ଲୀରେ ପହଞ୍ଚତ୍ବେ। ଫାଷ୍ଟ ଲେଡି ଜିଲ୍‌ ବାଇଡେନ୍‌ ମଧ୍ୟ ଭାରତ ଗସ୍ତ କରିବାର ଥିଲା।

କିନ୍ତୁ ସେ କୋଭିଡ୍‌-୧୯ ପଜିଟିଭ୍‌ ଚିହ୍ନଟ ହୋଇଥିବାରୁ ଆସିପାରିବେ ନାହିଁ ବୋଲି ଏନ୍‌ଏସ୍‌ଏ ଜେକ୍‌ ସୁଲିଭାନ୍‌ ସୂଚନା ଦେଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବାଇଡେନ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବ।

Comments are closed.