ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
କଟକ : ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । କଟକ ଜିଲ୍ଲା ଡମପଡା ବ୍ଳକର ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଚାଲିଛି । ଭଜିଲାନ୍ସ କଟକ ଡିଭିଜନ ପକ୍ଷରୁ ଏକାକାଳୀନ ୪ଟି ସ୍ଥାନରେ ଚଢାଉ କରାଯାଉଛି ।
Comments are closed.