ଭଦ୍ରକ ଆସିବେ ମହାମହିମ

ଭଦ୍ରକ: କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏସ୍‌ସିବି ମେଡିକାଲ୍‌ କଲେଜ ଛାତ୍ର ସଂସଦର ବାର୍ଷିକୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ । ଏନେଇ ସୂଚନା ଦେଇଛନ୍ତି ରାଷ୍ଟ୍ରପତି ଭବନ ଏବଂ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ।

ରାଷ୍ଟ୍ରପତି ଭବନ ଏବଂ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆସିଥିବା ଚିଠି ଏସ୍‌ସିବି କଲେଜ କର୍ତ୍ତୃପକ୍ଷଙ୍କ ହସ୍ତଗତ ହୋଇଛି । ଏଥିରେ ଆସନ୍ତା ୨୬ ତାରିଖରେ ଏସ୍‌ସିବି ମେଡିକାଲ୍‌ କଲେଜ ଛାତ୍ର ସଂସଦର ବାର୍ଷିକୋତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେବେ ବୋଲି କୁହାଯାଇଛି। ଏଥିନେଇ ଏସ୍‌ସିବି ମେଡିକାଲ କଲେଜ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି ।

Comments are closed.